ଦେଖନ୍ତୁ Socking Video..ରାସ୍ତା ମଝିରେ ସ୍ବାମୀ ସ୍ତ୍ରୀ ଙ୍କର ରମ୍ଫା ରମ୍ପି..ଭିଡିଓ ଦେଖିଲେ ଆପଣ ପାଦ ତଳୁ ମାଟି ଖସିଯିବ….
ଦିନକୁ ଦିନ ସୋସିଆଲ ମିଡିଆର ଚାହିଦା ବେଶ୍ ବଢ଼ି ବଢ଼ି ଚାଲିଛି। ପିଲାଠୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତେ ବର୍ତ୍ତମାନ ର ସମୟ ରେ ସୋସିଆଲ ମିଡ଼ିଆ ସମୟ ବିତାଇବା ପାଇଁ ପସନ୍ଦ କରୁଥିବାର ଦେଖିବାକୁ ମିଳୁଛି।ଏହି ଇଣ୍ଟରନେଟ୍ ଯୁଗରେ ଲୋକମାନେ ସବୁ କିଛି ଏହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି। କାରଣ ସୋସିଆଲ ମିଡ଼ିଆ ଏମିତି ଏକ ମାଧ୍ୟମ ସାଜି ପାରିଛି ଯାହା ଦ୍ଵାରା ଲୋକେ ଦେଶ ବିଦେଶରେ ଘଟି ଚାଲି ଥିବା ପ୍ରତିଟି ଘଟଣାର ଟିକି ନିଖି ତଥ୍ୟ ମାତ୍ର କିଛି ସେକେଣ୍ଡ ମଧ୍ୟରେ ପାଇ ପାରୁଛନ୍ତି। ସେଥି ପାଇଁ ତ ବ୍ୟସ୍ତ ବହୁଳ ଜୀବନରୁ ଯଦି କିଏ ଟିକିଏ ସମୟ ପାଉଛି ସେ ସୋସିଆଲ ମିଡିଆରେ ହିଁ ବ୍ୟସ୍ତ ହୋଇ ଯାଉଛି।
ତେବେ ସୋସିଆଲ ମିଡିଆରେ ବେଳେ ବେଳେ ଏଭଳି କିଛି ଦୃଶ୍ୟ ଦେଖିବା ପାଇଁ ମିଳିଥାଏ ଯାହା ଦେଖିଲେ ଆମକୁ ଖୁବ୍ ପସନ୍ଦ ଆସିଥାଏ ଏଭଳି ଭିଡିଓ ବେଳେ ବେଳେ ସୋସିଆଲ ମିଡିଆରେ ଦେଖିବା ପାଇଁ ମିଳି ଥାଏ ଯାହା ଦେଖିଲେ ଆମକୁ ଏକ ଭିନ୍ନ ଧରଣର ଖୁସି ମିଳି ଥାଏ। ସୋସିଆଲ ମିଡିଆରେ ଆମେ ବିଭିନ୍ନ ପ୍ରକାର ଭିଡିଓ ବାବଦରେ ଅବଗତ ହୋଇ ପାରୁଛୁ। ଯାହା ଆମକୁ ମନୋରଞ୍ଜନ ମଧ୍ୟ ପ୍ରଦାନ କରୁଛି।ତେବେ ଏହି ସୋସିଆଲ ମିଡ଼ିଆ ମାଧ୍ୟମରେ ବହୁତ୍ ଜିନିଷ ଭାଇରାଲ ମଧ୍ୟ ହେଉଛି ଆଉ ଲୋକେ ରାତାରାତି ଷ୍ଟାର ମଧ୍ୟ ପାଲଟି ଯାଉଛନ୍ତି।
ଆଉ କେତେ ବେଳେ ଏହି ସବୁ ଜିନିଷକୁ ଲୋକେ ଭଲ ଦୃଷ୍ଟିରେ ନେଉଛନ୍ତି ତ ଆଉ କେତେ ବେଳେ ଏହି ଲୋକ ମାନେ ଜାଣି ଶୁଣି ଖରାପ୍ ରେ ନେଉଛନ୍ତି। ଆଉ କେତେ ବେଳେ ଏହି ଭାଇରାଲ ଭିଡ଼ିଓ ହିଁ ଲୋକ ମାନଙ୍କ ମନୋରଞ୍ଜନର ସୁରାକ ମଧ୍ୟ ଯୋଗାଉଛି।କିନ୍ତୁ ବର୍ତ୍ତମାନ ଯେଉଁ ଭିଡିଓ ଟି ଭାଇରାଲ ହେଉଛି ତାହା ହେଉଛି ରାସ୍ତା ଉପରେ ସ୍ୱାମୀ ଓ ସ୍ତ୍ରୀ ଙ୍କ ଝଗଡ଼ା। ତେବେ ପରକୀୟା ପ୍ରୀତି ପାଇଁ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ଝଗଡ଼ା ସୃଷ୍ଟି ହୋଇଛି।
ତେବେ ସ୍ୱାମୀ ଙ୍କ କହିବା ଅନୁସାରେ ସ୍ତ୍ରୀ ର ଫୋନ ସବୁବେଳେ ବ୍ୟସ୍ତ ଦେଖାଏ, ଆଉ ଅନ୍ୟ ସହିତ ତାଙ୍କ ସ୍ତ୍ରୀ ର ସମ୍ପର୍କ ଅଛି ବୋଲି କହିଛନ୍ତି। କିନ୍ତୁ ତାଙ୍କ ସ୍ତ୍ରୀ ଙ୍କ କହିବା ଅନୁସାରେ ତାଙ୍କ ସ୍ୱାମୀ ଅଫିସ୍ ର ଜଣେ ଷ୍ଟାଫ୍ କୁ ବିବାହ କରିଛନ୍ତି। ହେଲେ ଏଠାରେ ସ୍ୱାମୀ ତାଙ୍କ ପ୍ରଥମ ସ୍ତ୍ରୀ ଓ ତାଙ୍କ ପିଲାଙ୍କ ସହିତ ରହିବା ଚାହୁଁଛନ୍ତି। କିନ୍ତୁ ତାଙ୍କ ସ୍ତ୍ରୀ ରହିବା ପାଇଁ ଚାହୁଁନାହାନ୍ତି। ଏହି ଘଟଣାକୁ ନେଇ ରାସ୍ତା ଉପରେ ସ୍ୱାମୀ ଓ ସ୍ତ୍ରୀ ଙ୍କ ଝଗଡ଼ା।