ଓଡିଶାର No.1 youtuber –ରୁପାଙ୍କ ପୁଣି ଏକ ନୂଆ ଘର ପ୍ରସ୍ତୁତି /ମାତ୍ର 2 ଘଣ୍ଟାରେ 574k ରୁ ଅଧିକ ଲୋକ ଦେଖି ସାରିଲେଣି…

ଆପଣ ମାନେ ତ ଜାଣିଛନ୍ତି ମନୋରଂଜନ ଦୁନିଆର ଏକ ଲୋକପ୍ରିୟ ଯୋଡି ରୂପା ଏବଂ ପିଣ୍ଟୁ ଲୋକଙ୍କର ବେଶ୍ ପସନ୍ଦର ଯୋଡି ହୋଇ ପାରିଛନ୍ତି ଯାହାକି ସେମାନେ ଏବେ ଏକ ସେଲିବ୍ରିଟି ଯୋଡି | ଆପଣ ତ ଜାଣିଛନ୍ତି ସେଲିବ୍ରିଟି ମାନେ କିପରି ଅନେକ ସମୟରେ ସେମାନଙ୍କ ର କିଛି ଭିନ୍ନ ଅନ୍ଦାଜ, ଲାଇଫ ଷ୍ଟାଇଲ କୁ ଦେଖାଇ ସେମାନେ ତାଙ୍କର ଦର୍ଶକ ମାନଙ୍କ ର ନିକଟତର ହୋଇଥାନ୍ତି ଏବଂ ସେମାନଙ୍କୁ ଆକର୍ଷିତ କରିଥାନ୍ତି |

ଏହି ଯୋଡ଼ି ସବୁବେଳେ ଦର୍ଶକ, ପ୍ରସଂଶକ ମାନଙ୍କ ସହିତ ତାଙ୍କର ଅନେକ ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରିଥାନ୍ତି | ତେବେ ସେଲିବ୍ରେଟି ମାନଙ୍କର ଜୀବନଶୈଳୀ ସାଧାରଣତଃ ଟିକେ ଭିନ୍ନ ଏବଂ ଆକର୍ଷିତ କଲା ଭଳି ହୋଇଥାଏ ଯାହାକୁ ଲୋକେ ସେମାନଙ୍କୁ ବହୁତ୍ ଭଲ ପାଆନ୍ତି ଏବଂ ସେମାନଙ୍କୁ ଅନୁସରଣ ବି କରନ୍ତି |

 

ଏହି ସୁନ୍ଦର୍ ଯୋଡି ପାଇଁ ଏବେ ଅନେକ ଦର୍ଶକ ପାଗଳପ୍ରାୟ ଅଟନ୍ତି | ସେମାନେ ସେମାନଙ୍କ ଡାନ୍ସ ଏବଂ ଭଲପାଇବା ର ଯାଦୁରେ ଲୋକଙ୍କୁ କିମିଆ କରି ରଖିଛନ୍ତି | ଅନେକ ସମୟରେ ସେମାନେ ତାଙ୍କର ଡାନ୍ସ ସାଙ୍ଗକୁ ସୁନ୍ଦରତା ଏବଂ ଆକର୍ଷଣୀୟ ଲୁକ୍ସ ପାଇଁ ଦର୍ଶକଙ୍କୁ ଆକର୍ଷିତ କରିଥାନ୍ତି |

ତେବେ ସେମାନଙ୍କ ବିଷୟରେ ଅନେକ ପ୍ରସଂଶକ ଜାଣିବାକୁ ଆଗ୍ରହ କରିଥାନ୍ତି ଏବଂ ସେମାନଙ୍କ ପ୍ରତି ଦର୍ଶକ ମାନଙ୍କର ଏକ ଭିନ୍ନ ଧରଣର ଭଲପାଇବା ବି ରହିଛି | କାରଣ ଏହି ଯୋଡ଼ି ଦେଖିବାକୁ ଯେମିତି ସୁନ୍ଦର୍ ତାଙ୍କର ବ୍ଯବହାର ମଧ୍ଯ ସେମିତି ସୁନ୍ଦର୍ | ନିଜର ସୁନ୍ଦର୍ ବ୍ୟକ୍ତିତ୍ଵ ସାଙ୍ଗକୁ ସୁନ୍ଦର୍ ଡାନ୍ସ ଦେଖାଇ ମ୍ୟୂଜିକ୍ ଭିଡିଓ ଜରିଆରେ ଲୋକ ମାନଙ୍କ ଭିତରେ ସେମାନଙ୍କର ମନରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରି ପାରିଛନ୍ତି ଏବଂ ବେଶ୍ ଲୋକପ୍ରିୟ ମଧ୍ଯ ହୋଇ ପାରିଛନ୍ତି ରୂପା ଏବଂ ପିଣ୍ଟୁ |

ତେବେ ଏକ ଭିଡ଼ିଓ ମାଧ୍ୟମ ରେ ଦେଖିବା ପାଇଁ ମିଳିଛି କି ପିଣ୍ଟୁ ଝିଲି ସୁଟିଂ ସେଟ କୁ ଯାଇଛନ୍ତି ଆଉ ସେଠାରେ ଥିବା ସେଲିବ୍ରେଟି ଙ୍କ ସହ ଦେଖା କରିଛନ୍ତି | ଆପଣ ତ ନିହାତି ଭାବରେ ଦେଖି ଥିବେ ସାର୍ଥକ ଚ୍ୟାନେଲ ରେ ପ୍ରସାରିତ ହେଉ ଥିବା ଝିଲ୍ଲୀ ଧାରାବାହିକ ଯାହାକୁ ଦେଖିବା ପାଇଁ ଦର୍ଶକ ଟିଭି ଆଗରେ ଚାତକ ଭଳି ଚାହିଁ ରହି ଥାଆନ୍ତି |

ତେବେ ଏହି ସିରିଏଲ ର ହିରୋ ଏବଂ ଅନ୍ୟ କଳାକାର ଙ୍କ ସହ ପିଣ୍ଟୁ ଙ୍କର ଦେଖା ହୋଇ ଥିଲା ଯାହାକି ସେ ସେହି କଳାକାର ମାନଙ୍କ ସହ ଲଙ୍ଗ ଡ୍ରାଇଭ ରେ ମଧ୍ୟ ଯାଇ ଥିଲେ ଏବଂ ଖୁବ ମଜାମସ୍ତି କଥା ହେଉ ଥିବାର ମଧ୍ୟ ଦେଖିବା ପାଇଁ ମିଳି ଥିଲା | ଏହାପରେ ପୁଣି ପିଣ୍ଟୁ ନିଜ ଘରକୁ ଫେରି ଥିଲେ ଆଉ ଖୁସି ମା ଙ୍କ ସହ ମସ୍ତି କରୁ ଥିବାର ଦେଖିବାକୁ ମିଳିଛି | ତେବେ ଏଭଳି ଏକ ସୁନ୍ଦର ଭିଡ଼ିଓ କୁ ଦେଖି ନେକ ଦର୍ଶକ ଖୁବ ସୁନ୍ଦର ସୁନ୍ଦର ପ୍ରତିକ୍ରିୟା ଦେଇଛନ୍ତି |

Leave A Reply

Your email address will not be published.