ଦେଖନ୍ତୁ EXCLUSIVE : ଭିଡିଓ ରାଷ୍ଟ୍ରପତି ମୋତେ ଡାକିଲେ ଉତ୍ତମଭାଇ ଆସ..ମୋ ପୁଅ କଥା ପଚାରିଲେ, ଫଟୋ ଉଠେଇଲେ…

ଦିନକୁ ଦିନ ସୋସିଆଲ ମିଡିଆର ଚାହିଦା ବେଶ୍ ବଢ଼ି ବଢ଼ି ଚାଲିଛି। ପିଲାଠୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତେ ବର୍ତ୍ତମାନ ର ସମୟ ରେ ସୋସିଆଲ ମିଡ଼ିଆ ସମୟ ବିତାଇବା ପାଇଁ ପସନ୍ଦ କରୁଥିବାର ଦେଖିବାକୁ ମିଳୁଛି।ଏହି ଇଣ୍ଟରନେଟ୍ ଯୁଗରେ ଲୋକମାନେ ସବୁ କିଛି ଏହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି।

କାରଣ ସୋସିଆଲ ମିଡ଼ିଆ ଏମିତି ଏକ ମାଧ୍ୟମ ସାଜି ପାରିଛି ଯାହା ଦ୍ଵାରା ଲୋକେ ଦେଶ ବିଦେଶରେ ଘଟି ଚାଲି ଥିବା ପ୍ରତିଟି ଘଟଣାର ଟିକି ନିଖି ତଥ୍ୟ ମାତ୍ର କିଛି ସେକେଣ୍ଡ ମଧ୍ୟରେ ପାଇ ପାରୁଛନ୍ତି। ସେଥି ପାଇଁ ତ ବ୍ୟସ୍ତ ବହୁଳ ଜୀବନରୁ ଯଦି କିଏ ଟିକିଏ ସମୟ ପାଉଛି ସେ ସୋସିଆଲ ମିଡିଆରେ ହିଁ ବ୍ୟସ୍ତ ହୋଇ ଯାଉଛି।

ତେବେ ସୋସିଆଲ ମିଡିଆରେ ବେଳେ ବେଳେ ଏଭଳି କିଛି ଦୃଶ୍ୟ ଦେଖିବା ପାଇଁ ମିଳିଥାଏ ଯାହା ଦେଖିଲେ ଆମକୁ ଖୁବ୍ ପସନ୍ଦ ଆସିଥାଏ ଏଭଳି ଭିଡିଓ ବେଳେ ବେଳେ ସୋସିଆଲ ମିଡିଆରେ ଦେଖିବା ପାଇଁ ମିଳି ଥାଏ ଯାହା ଦେଖିଲେ ଆମକୁ ଏକ ଭିନ୍ନ ଧରଣର ଖୁସି ମିଳି ଥାଏ।

ସୋସିଆଲ ମିଡିଆରେ ଆମେ ବିଭିନ୍ନ ପ୍ରକାର ଭିଡିଓ ବାବଦରେ ଅବଗତ ହୋଇ ପାରୁଛୁ। ଯାହା ଆମକୁ ମନୋରଞ୍ଜନ ମଧ୍ୟ ପ୍ରଦାନ କରୁଛି।ତେବେ ଏହି ସୋସିଆଲ ମିଡ଼ିଆ ମାଧ୍ୟମରେ ବହୁତ୍ ଜିନିଷ ଭାଇରାଲ ମଧ୍ୟ ହେଉଛି ଆଉ ଲୋକେ ରାତାରାତି ଷ୍ଟାର ମଧ୍ୟ ପାଲଟି ଯାଉଛନ୍ତି।

କିନ୍ତୁ ବର୍ତ୍ତମାନ ସମୟରେ ଯେଉଁ ଖବରଟି ପୁରା ଭାରତରେ ପ୍ରସାରିତ ହେଉଛି ତାହା ହେଉଛି ଆମ ଦେଶର ପ୍ରଥମ ନାଗରୀକ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଷୟରେ। ତେବେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ଦୌପଦୀ ମୁର୍ମୁ ।

୧୦ ଏବଂ ୧୧ ଏହି ଦୁଇ ଦିନ ରେ ଟ୍ୱିନ୍ ସିଟିରେ ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି। ଏନେଇ ହାଇଆଲର୍ଟ କରାଯାଇଛି। ସବୁଠି ରହିଥିଲା କଡ଼ା ନଜର। ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏନେଇ ଭୁବନେଶ୍ୱର ରେ ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ, କଟକରେ ୨୦ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୨୦୦ ରୁ ଅଧିକ ଅଫିସର ନିୟୋଜିତ ହୋଇଛନ୍ତି।

ଏହା ବ୍ୟତୀତ ଯେତେବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ରେ ପହଞ୍ଚିଥିଲେ ସେଠାରେ ଏକ ସଭାରେ ଆମ ଓଲିଉଡ୍ ଜଗତର ବରିଷ୍ଠ ଅଭିନେତା ତଥା ଉତ୍ତମ ମହାନ୍ତିଙ୍କ ସହ ସାକ୍ଷାତ କରିଥିଲେ। ତାଙ୍କୁ ଉତ୍ତମ ଭାଇ ମଧ୍ୟ ଡାକିଥିଲେ ।ଆଉ ରାଷ୍ଟ୍ରପତି ଭବନରେ ଦମନ ଚଳଚିତ୍ର ଦେଖି ରାଷ୍ଟ୍ରପତି ଉତ୍ତମ ମହାନ୍ତିଙ୍କୁ ତାଙ୍କ ପୁଅ ବାବୁସାନ ଙ୍କ ବିଷୟରେ ପଚାରିଥିଲେ ବୋଲି କହିଥିଲେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.